ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ଜଗତସିଂହପୁର ପୋଲିସ ପକ୍ଷରୁ ଡିଜେ ଗାଡି ଜବତ

News Prime Odisha | 28 Sep 2026 | 4 min read | 10 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ରେ ଡିଜେ ଗାଡିକୁ ସିଜ କଲା ପୋଲିସ । ତେବେ ଭଦ୍ରକ ବାସୁଦେବପୁର ରୁ ମଣ୍ଡାସାହି ତର୍ତ୍ତଙ୍ଗ ଗଣେଶ ଭଷାଣି ପାଇଁ ଆସିଥିଲା ଡିଜେ । ଉଚ୍ଚ ଶବ୍ଦ ରେ ଡିଜେ ବାଜିବାରୁ ସିଜ କରିଛି ପୋଲିସ ।ଜଗତସିଂହପୁର ଜିଲ୍ଲା ଲାଇଟ ସାଉଣ୍ଡ ଆସୋସିଏସନ ପକ୍ଷରୁ ବିରୋଧ କରାଯାଇଛି । ଏନେଇ ଜଗତସିଂହପୁର ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ ରାତି ୧୨ ଟା ସୁଦ୍ଧା ଡିଜେ ଗାଡି କୁ ପୋଲିସ ଜବତ କରି ଥାନାରେ ରଖିଛି । ତେବେ ଜଗତସିଂହପୁର ଜିଲ୍ଲା ଲାଇଟ ସାଉଣ୍ଡ ଆସୋସିଏସନ ପକ୍ଷରୁ ଏହାକୁ ବିରୋଧ କରାଯାଇଛି । ଜଗତସିଂହପୁର ଜିଲ୍ଲା ପ୍ରଶାସନ ର ନିୟମ ଅନୁଯାୟୀ ଜିଲ୍ଲାରେ ଶାନ୍ତି ଶୃଙ୍ଖଳା ସହିତ ଭାଷାଣି ଉତ୍ସବ ଚାଲିଥିବା ବେଳେ ବାହାର ଜିଲ୍ଲାର ଡିଜେ ଆସି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ତେବେ ଜଟଣୀ ଗଣେଶ ଭାଷାଣି ଅଘଟଣ ପରେ ଡିଜେ ମାଲିକଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଜିଲ୍ଲା ଲାଇଟ ସାଉଣ୍ଡ ଆସୋସିଏସନ ସଂଘ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...