ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ପାରାଦ୍ୱୀପ ଲକ୍ ଥାନା ପୋଲିସ ର ବଡ ସଫଳତା

News Prime Odisha | 28 Sep 2026 | 3 min read | 11 views

pozecon
News Prime Odisha
ପାରାଦ୍ଵୀପ ( ଏନ. ପି.ଓ ) : ପାରାଦ୍ଵୀପ ଲକ୍ ଥାନା ପୋଲିସ ଦୁଇଜଣ ଚୋର କୁ ଗିରଫ କରିଛି । ଏତଲା ର ମାତ୍ର ୪ ଘଣ୍ଟା ଭିତରେ ଲକ୍ ପୋଲିସ କୁ ମିଳିଛି ଏହି ସଫଳତା । ଗତକାଲି ଜିରୋ ପ‌ଏଣ୍ଟ ନିକଟସ୍ଥ ଜଣଙ୍କ ଘର ତାଲା ଭାଙ୍ଗି ଦୁଇଟି ଏଲ‌ଇଡି ଟିଭି ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିବା ସନ୍ଧ୍ୟା ସମୟରେ ଅଭିଯୋଗ ହୋଇଥିବା । ଏତଲା କୁ ଭିତ୍ତିକରି ଲକ୍ ଥାନା ପୋଲିସ ତଦନ୍ତ କରିବା ସହିତ କେନ୍ଦ୍ରାପଡ଼ା ଜିଲ୍ଲାର ରୋମିତ ଗ୍ରାମର ଆଶୁତୋଷ ବେହେରା ଏବଂ ଗଡ଼ ନିମିଢିହି ଗ୍ରାମର ଅଜୟ ଦାସ ଙ୍କୁ ଗିରଫ କରିଛି ।ସେମାନଙ୍କ ନିକଟରୁ ଦୁଇଟି ଯାକ ଏଲ‌ଇଡି ଟିଭି ଏବଂ ଅନ୍ୟ ଚୋରି ସାମଗ୍ରୀ ଜବତ କରାଯାଇଛି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...