ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ସ୍ୱତନ୍ତ୍ର ସଘନ ସଂଶୋଧନ : ୧୦୧ ପାରାଦୀପ ନିର୍ବାଚନ ମଣ୍ଡଳୀ ଅନ୍ତିମ ଭୋଟର ତାଲିକା ପ୍ରକାଶ

sumanta swain | 21 Sep 2026 | 3 min read | 19 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ୧୦୧ ପାରାଦୀପ ନିର୍ବାଚନ ମଣ୍ଡଳୀର ଅନ୍ତିମ ଭୋଟର ତାଲିକା ପ୍ରକାଶିତ ହୋଇଛି l ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ତଥା ଇଆରଓ ୧୦୧ ପାରାଦୀପ ନିରଞ୍ଜନ ବେହେରା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ କୁଜଙ୍ଗ ତହସିଲଦାର, ବିଡ଼ିଓ, ଏବିଡିଓ, ପୌର ନିର୍ବାହୀ ଅଧିକାରୀ,ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧି ମାନେ ଉପସ୍ଥିତ ଥିଲେ l ଏଥିରେ ଭୋଟର ତାଲିକା ସଂଶୋଧନ କରାଯାଇ ପାରାଦୀପ ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୧୯ ହଜାର ୨୩୪ ଭୋଟର ଙ୍କ ମଧ୍ୟରେ ସଂଶୋଧନ କରାଯାଇ ୨ ଲକ୍ଷ ୫୯୬ ଚୂଡାନ୍ତ ଭୋଟର ରହିଥିବା ବିଜ୍ଞପ୍ତି ପ୍ରକାଶ ପାଇଥିଲା l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...