ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ନେହେରୁ ବଙ୍ଗଳା ମହାନଦୀ ମୁହାଣରେ ଅଘଟଣ

News Prime Odisha | 13 Oct 2026 | 3 min read | 6 views

pozecon
News Prime Odisha
ପାରାଦ୍ଵୀପ ( ଏନ. ପି.ଓ ) : ନେହେରୁ ବଙ୍ଗଳା ମହାନଦୀ ମୁହାଣରେ ଅଘଟଣ । ଉଚ୍ଚ ସମୁଦ୍ର ଲହଡିରେ ଭାଙ୍ଗିଲା ଟାପା ବୋଟ । ବୋଟ ଭାଙ୍ଗି ଦୁଇଫାଳ ହୋଇଥିବା ସୂଚନା । ଏକ ଟାପା ବୋଟ ସମୁଦ୍ରରୁ ମାଛ ଧରି ଫେରୁଥିବା ବେଳେ ସମୁଦ୍ର ମୁହାଁଣ ମୁହଁରେ ଏକ ଉଚ୍ଚ ଲହଡା ବୋଟ ଦେହରେ ମାଡ ହେବାରୁ ବୋଟ ଟି ଦୁଇଫାଳ ହୋଇଯାଇଥିଲା । ତେବେ ମାଛ ଧରି ଫେରୁଥିବା ଅନ୍ୟ ଏକ ଟାପା ବୋଟ ର ସହାୟତାରେ ସୁରକ୍ଷିତ ଭାବେ ୫ ଜଣ ମତ୍ସ୍ୟଜୀବୀ ସହ ଟାପା ବୋଟ୍ କୁ ଉଦ୍ଧାର କରାଯାଇ ଅଣାଯାଇଥିବା ବେଳେ ସମସ୍ତ ମତ୍ସ୍ୟଜୀବୀଙ୍କ ସ୍ବାସ୍ଥ୍ୟବସ୍ତା ଠିକ ଥିବା ଜଣାପଡିଛି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...