ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ବିଶ୍ୱ ସାମୁଦ୍ରିକ ଦିବସ ୨୦୨୬ ପାଳିତ

sumanta swain | 26 Sep 2026 | 4 min read | 12 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ବିଶ୍ୱ ସାମୁଦ୍ରିକ ଦିବସ ୨୦୨୬ ଶନିବାର ଦିନ ପାଳିତ ହୋଇଯାଇଛି l ଏହି ଅବସରରେ ପାରାଦୀପ ବନ୍ଦର ଉପ-ସରଂକ୍ଷକ କ୍ୟାପ୍ଟେନ ଅଲେଖ ଚନ୍ଦ୍ର ସାହୁ, ଟ୍ରାଫିକ ମ୍ୟାନେଜର ରାଜେନ୍ଦ୍ର କୁମାର ଏବଂ ହାର୍ବର ମାଷ୍ଟର କ୍ୟାପ୍ଟେନ ଇନ୍ଦ୍ରନୀଲ ମୁଖାର୍ଜୀଙ୍କ ଉପସ୍ଥିତିରେ ସାମୁଦ୍ରିକ ଦିବସ ପତାକା ଉତ୍ତୋଳନ କରାଯାଇଥିଲା l ଏଥିରେ ମେରାଇନ୍ ଅଧିକାରୀ, ସାମୁଦ୍ରିକ ସଂଘର ପ୍ରତିନିଧି ଏବଂ ଓଡ଼ିଶା ମେରିଟାଇମ୍ ଏକାଡେମୀ ର କର୍ମଚାରୀ ଏବଂ ଛାତ୍ରମାନେ ସାମିଲ ହୋଇଥିଲେ। ଏହି ଦିବସ ପାଳନ ଅବସରରେ ସନ୍ଧ୍ୟାରେ ଏକ ସେମିନାର ଏବଂ ମାନବ ଶୃଙ୍ଖଳ ଆୟୋଜିତ ହୋଇଥିଲା, ଯାହା ସାମୁଦ୍ରିକ ସଂଘର ସଦସ୍ୟମାନଙ୍କୁ ସାମୁଦ୍ରିକ ସୁରକ୍ଷା, ସ୍ଥାୟୀତ୍ୱ ଏବଂ ଉତ୍କର୍ଷତା ପ୍ରତି ସଚେତନତାକୁ ପ୍ରୋତ୍ସାହିତ କରିଥିଲା। ଏହି ଅବସରରେ ବିଶ୍ୱ ବାଣିଜ୍ୟ, ସଂଯୋଗ ଏବଂ ଅର୍ଥନୈତିକ ଅଭିବୃଦ୍ଧିରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରାଯାଇଥିଲା ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...